ଭରତପୁର, କଳିଙ୍ଗନଗର ଏବଂ ଖଣ୍ଡଗିରି ଅଞ୍ଚଳର ୮,୦୦୦ରୁ ଅଧିକ ଉପଭୋକ୍ତାଙ୍କ ପାଇଁ ବିଦ୍ୟୁତ ଯୋଗାଣରେ ଉନ୍ନତି ଆଣିଲା ଟିପିସିଓଡିଏଲ
ଭୁବନେଶ୍ୱର: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିସିଓଡିଏଲ) ପକ୍ଷରୁ ବିସିଡିଡି୨ ଡିଭିଜନ ଅନ୍ତର୍ଗତ ଭରତପୁର ପିଏସଏସ ଠାରେ ଏକ ୨୫ ଏମଭିଏ ପାୱାର…






