ଟିପିଡବ୍ଲୁଓଡିଏଲ୍ ପକ୍ଷରୁ ରୁଫଟପ୍ ସୋଲାର ପ୍ୟାନେଲ ସ୍ଥାପନ ପାଇଁ ପ୍ରକ୍ରିୟାକରଣ ଦେୟ (ପ୍ରୋସେସିଂ ଫି) ୫୦୦ ଟଙ୍କା ଛାଡ଼ କରାଗଲା
ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ୱେଷ୍ଟର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ (ଟିପିଡବ୍ଲୁଓଡିଏଲ୍) ପକ୍ଷରୁ ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମାଗଣା ବିଜୁଳି…









