ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ୍ ୨୦୨୫ରେ ବେଦାନ୍ତ ପକ୍ଷରୁ ଓଡ଼ିଶା ସରକାରଙ୍କ ସହ ୧ ଲକ୍ଷ କୋଟି ଟଙ୍କା ଏମ୍ଓୟୁ ସ୍ୱାକ୍ଷରିତ
ଭୁବନେଶ୍ୱର: ପ୍ରାକୃତିକ ସମ୍ପଦ ଓ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ବିଶ୍ୱସ୍ତରରେ ଅଗ୍ରଣୀ ତଥା ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଓଡ଼ିଶାର ପ୍ରଗତିରେ ଅଂଶୀଦାର ଥିବା…






